Odisha news

ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ ଓ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ୍ ଦଳ ଘୋଷଣା

0

ଭାରତୀୟ ଟି-୨୦ ଦଳ : କେଏଲ.ରାହୁଲ (ଅଧିନାୟକ), ଋତୁରାଜ ଗାଇକ୍ବାଡ, ଇଶାନ କିଷନ, ଦୀପକ ହୁଦା, ଶ୍ରେୟାସ ଆୟର, ଋଷଭ ପନ୍ତ (ଉପ-ଅଧିନାୟକ), ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଭେଙ୍କଟେଶ ଆୟର, ଯୁଜବେନ୍ଦ୍ର ଚହଲ, କୁଳଦୀପ ଯାଦବ, ଅକ୍ଷର ପଟେଲ, ରବି ବିଷ୍ଣୋଇ, ଭୁବନେଶ୍ବର କୁମାର, ହର୍ଷଲ ପଟେଲ, ଅଭେସ ଖାଁ, ଅର୍ସଦୀପ ସିଂ ଓ ଉମରାନ ମଲ୍ଲିକ ।

ଭାରତୀୟ ଟେଷ୍ଟ ଦଳ : ରୋହିତ ଶର୍ମା (ଅଧିନାୟକ), କେଏଲ.ରାହୁଲ (ଉପ-ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ହନୁମା ବିହାରି, ଚେତେଶ୍ବର ପୂଜାରା, ଋଷଭ ପନ୍ତ, କେଏସ ଭରତ, ରବୀନ୍ଦ୍ର ଜାଦେଜା, ରବିଚନ୍ଦ୍ରନ ଅଶ୍ବିନ, ଶାର୍ଦ୍ଦୁଲ ଠାକୁର, ମହମ୍ମଦ ସାମି, ଜସପ୍ରୀତ ବୁମରା, ମହମ୍ମଦ ସିରାଜ, ଉମେଶ ଯାଦବ ଓ ପ୍ରସିଦ୍ଧ କ୍ରିଷ୍ଣା ।

Leave A Reply