ଭୁବନେଶ୍ୱର : ପୁରୀରେ ରଥଯାତ୍ରା ପାଇଁ ସପ୍ରିମକୋର୍ଟଙ୍କ ଅନୁମତିକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ସାଢେ ୪ କୋଟି ଓଡିଆଙ୍କ ବିଜୟ ଏବଂ ସେମାନଙ୍କ ଦୃଢ ଇଚ୍ଛାଶକ୍ତି ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ସାଢେ ୪ କୋଟି ଓଡିଆ ଏବଂ ସାରା ବିଶ୍ୱରେ କୋଟି କୋଟି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତ ଭାବାବେଗକୁ ସମ୍ମାନ ଦେଇଥିବାରୁ ମାନ୍ୟବର ସୁପ୍ରିମକୋର୍ଟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି ଶ୍ରୀ ପ୍ରଧାନ ।
Prev Post