ଭୁବନେଶ୍ୱର,ଜୁନ ୦୫ : ବିଶ୍ୱ ପରିବେଶ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସମସ୍ତଙ୍କୁ ଅଧିକରୁ ଅଧିକ ଗଛ ଲଗାଇବା ପାଇଁ ପରାମର୍ଶ ଦେଇଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଗଛ ଗୁଡିକ ସୁନ୍ଦର ଏବଂ ଜୀବନ ମଧ୍ୟ ଦେଇଥାଏ । ବିଶ୍ୱକୁ ଅଧିକ ସୁନ୍ଦର କରିବା ପାଇଁ ବୃକ୍ଷରୋପଣ କରିବାର ଆବଶ୍ୟକତା ରହିଛି ।