Odisha news

ପୂର୍ବତଟ ରେଳପଥ ପରିସୀମା ମଧ୍ୟଦେଇ ଫେବୃୟାରୀ ମାସ ୨୭ ତାରିଖ ଠାରୁ ଡିବୃଗଡ଼ରୁ ଏବଂ ମାର୍ଚ୍ଚ ମାସ ୪ ତାରିଖ ଠାରୁ କନ୍ୟାକୁମାରୀରୁ ଏକ ବିଶେଷ ଟ୍ରେନ ଚଳାଚଳ କରାଇବା ପାଇଁ ନିଷ୍ପତ୍ତି

0

ପୂର୍ବତଟ ରେଳପଥ ପରିସୀମା ମଧ୍ୟଦେଇ ଫେବୃୟାରୀ ମାସ ୨୭ ତାରିଖ ଠାରୁ ଡିବୃଗଡ଼ରୁ ଏବଂ ମାର୍ଚ୍ଚ ମାସ ୪ ତାରିଖ ଠାରୁ କନ୍ୟାକୁମାରୀରୁ ଏକ ବିଶେଷ ଟ୍ରେନ ଚଳାଚଳ କରାଇବା ପାଇଁ ନିଷ୍ପତ୍ତି ନିଆଯାଇଅଛି |

05906/05905 ଡିବୃଗଡ଼ – କନ୍ୟାକୁମାରୀ – ଡିବୃଗଡ଼ ବିଶେଷ ଟ୍ରେନ ପ୍ରତ୍ୟେକ ଶନିବାର ଦିନ ସନ୍ଧ୍ୟା ୭ଘ.୨୫ମି.ରେ ଡିବୃଗଡ଼ ରୁ ଏବଂ ପ୍ରତ୍ୟେକ ଗୁରୁବାର ଦିନ ସନ୍ଧ୍ୟା ୫ଘ.୩୦ମି.ରେ କନ୍ୟାକୁମାରୀରୁ ଛାଡିବ |

ଏହି ଟ୍ରେନ୍ ଡିବୃଗଡ଼ ଓ କନ୍ୟାକୁମାରୀ ମଧ୍ୟରେ ଗୁରୁତ୍ୱପୂର୍ଣ ଷ୍ଟେସନ ମାନଙ୍କରେ ରହଣି କରିବାକୁ ଥିବାବେଳେ ଏହା ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଭଦ୍ରକ, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ଼, ବ୍ରହ୍ମପୁର, ପାଲାସା, ଶ୍ରୀକାକୁଲମ୍ ରୋଡ୍, ବିଜୟନଗରମ, ବିଶାଖାପାଟନମ୍ ଏବଂ ଦୁଭାଡା ଷ୍ଟେସନ ଠାରେ ଉଭୟ ପାର୍ଶ୍ୱରୁ ରହଣି କରିବ

IEC 2 years
Leave A Reply