Odisha news

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇ ଅସୁସ୍ଥ

0

ଦିସପୁର : ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇ ଅସୁସ୍ଥ ହୋଇପଡ଼ିଛନ୍ତି। ଗୋଗୋଇଙ୍କୁ ଗୁରୁବାର ଗୁଆହାଟୀ ମେଡିକାଲ କଲେଜ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ତାଙ୍କ ଶରୀରରେ ଅମ୍ଳଜାନ ସ୍ତର ହ୍ରାସ ହୋଇଥିବା ଜଣାପଡ଼ିଛି। ୮୫ ବର୍ଷୀୟ ଗୋଗୋଇଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ଗତ ମାସରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ।

Leave A Reply