ଭୁବନେଶ୍ବର: ରାଜ୍ୟରେ ଆଗାମୀ ୫ ଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ ସାରା ଓଡ଼ିଶା। ରାଜ୍ୟରେ ସିଭିଅର ହିଟୱେଭ୍ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ତିନି ଦିନ ପ୍ରବଳ ହିଟ୍ ୱେଭ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ।