Odisha news

ଆଇପିଏଲ-୨୦୨୦ : କୋହଲି ପ୍ରଥମେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି

0

ଦୁବାଇ : ଆଇପିଏଲ-୨୦୨୦ର ଆଜିର ମ୍ୟାଚ୍ କିଙ୍ଗସ୍ ଏକାଦଶ ପଞ୍ଜାବ ଓ ବିରାଟ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର ବେଙ୍ଗାଲୁରୁ(ଆରସିବି) ମଧ୍ୟରେ ଆରମ୍ଭ ହୋଇଛି। ଆଜିର ମ୍ୟାଚରେ ଆରସିବି ଅଧିନାୟକ ବିରାଟ କୋହଲି ପ୍ରଥମେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପଞ୍ଜାବ ନିଜର ପ୍ରଥମ ମ୍ୟାଚରେ ପରାସ୍ତ ହୋଇଥିଲାବେଳେ ଆରସିବି ତାର ପ୍ରଥମ ମ୍ୟାଚରେ ବିଜୟୀ ହୋଇଥିଲା।

Leave A Reply