Odisha news

ଇସ୍ତଫା ପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ

0

ଭୁବନେଶ୍ୱର, ୦୩ ଜୁନ – ବିଜେପିର ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାର ସଭାପତି ମନୋନୟନକୁ ନେଇ ଅସନ୍ତୋଷ ପ୍ରକାଶ କରି ପାର୍ଟୀରୁ ଇସ୍ତଫା ଦେଇଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ତାଙ୍କର ଇସ୍ତଫା ପତ୍ର ପ୍ରତ୍ୟାହାର କରି ନେଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ସେ ଏହି ଇସ୍ତଫା ପତ୍ର ପ୍ରତ୍ୟାହାର କରିଥିବା ସୂଚନା ଦେଇଛନ୍ତି ।  ଉଲ୍ଲେଖନୀୟ ଯେ ଗତ କାଲି ବିଜେପି ପକ୍ଷରୁ ଭୁବନେଶ୍ୱର ଜିଲ୍ଲା ସଭାପତି ଭାବେ ବାବୁ ସିଂଙ୍କ ନାମ ଘୋଷଣା କରା ଯାଇଥିଲା । ଏହା ପରେ ଶ୍ରୀ ପ୍ରଧାନ ଦଳରୁ ଇସ୍ତଫା ଦେଇଥିଲେ ।

Leave A Reply

Your email address will not be published.