ଜେଇଇ ମେନ୍ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ରାଜ୍ୟ By On Sep 1, 2020 0 Share ଭୁବନେଶ୍ୱର, ୦୧ ସେପ୍ଟେମ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ତମାନର କଠିନ ସ୍ଥିତିରେ ଜେଇଇ ମେନ୍ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସଫଳ ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ଜେଇଇ ମେନ୍ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ 0 Share