Odisha news

କୋଣାର୍କ ରେ ଗୋପବନ୍ଧୁଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ

0

କୋଣାର୍କ….. କୋଣାର୍କ ନିକଟସ୍ଥ ଆର୍ତ୍ତତ୍ରାଣ କାର୍ତ୍ତିକେଶ୍ୱର ବିଦ୍ୟାପୀଠ, ନୂଆଗାଁ ପରିସରରେ ଆଜି ଉତ୍କଳ ମଣି ପଣ୍ଡିତ ଗୋପବନ୍ଧୁ ଦାଶ ଙ୍କ ଶ୍ରାଦ୍ଧ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି. ମୁଖ୍ୟ ଅତିଥି ଭାବରେ ଜାତୀୟ ସମର ଶିକ୍ଷ୍ୟiର୍ଥୀ ବାହିନୀ ର ଅଧିକାରୀ ଦିଲ୍ଲୀପ କୁମାର ନାୟକ ପ୍ରଦୀପ ପ୍ରଜ୍ୱଳନ କରି ଅlନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ, ଅନ୍ୟ ମାନଙ୍କ ମଧ୍ୟରେ ସମାଜସେବୀ ରାମକୃଷ୍ଣ ମହାନ୍ତି, ଶିକ୍ଷକ ଦିଲ୍ଲୀପ କୁମାର ସାହୁ, କୋଣାର୍କ ସାହିତ୍ୟ ସଂସଦ ର ସମ୍ପାଦକ ରବୀନ୍ଦ୍ର ନାଥ ବାହିନୀପତି ପ୍ରମୁଖ ଉଦବୋଧନ ଦେଇ ଛାତ୍ରଛାତ୍ରୀ ମାନେ ଗୋପବନ୍ଧୁ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହେବାପାଇଁ ପରାମର୍ଶ ଦେଇଥିଲେ. ପରେ ପରେ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇଥିଲା,

Leave A Reply