Odisha news

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

0

ଭୁବନେଶ୍ୱର, ୦୪ ଜୁନ୍ – ଆସନ୍ତା ଜୁନ୍ ୮ ତାରିଖରେ ପଶ୍ଚିମ-ମଧ୍ୟ ବଙ୍ଗୋପସାଗରର ପୂର୍ବ ଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରୁ ଓଡିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଲଘୁଚାପର କୌଣସି ପ୍ରଭାବ ଓଡିଶା ଉପରେ ନାହିଁ ।

Leave A Reply