Odisha news

ଓଡିଶା ହାଇକୋର୍ଟ ର ଗୁରୁତ୍ୱ ପୁର୍ଣ ନିଷ୍ପତି : ଓଡ଼ିଶାକୁ ଫେରିବା ପୂର୍ବରୁ ପ୍ରବାସୀଙ୍କ କରୋନା ଟେଷ୍ଟ କର

0

ଭୁବନେଶ୍ୱର: ଓଡ଼ିଶାରେ କରୋନା ନିୟନ୍ତ୍ରଣରେ ଥିବାବେଳେ ପଶ୍ଚିମବଙ୍ଗ ଫେରନ୍ତା ଏବଂ ପରେ ସୁରତ୍‌ ଫେରନ୍ତା ଚିନ୍ତା ବଢାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି।  ଓଡ଼ିଶାକୁ ଫେରୁଥିବା ପ୍ରବାସୀଙ୍କ  କରୋନା ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ରାଜ୍ୟକୁ ଫେରିବା ପୂର୍ବରୁ ପ୍ରଥମେ ଟେଷ୍ଟ କରିବା ପାଇଁ କହିଛନ୍ତି। ହାଇକୋର୍ଟ।  ସଂପୃକ୍ତ ରାଜ୍ୟରେ ପ୍ରଥମେ RT-PCR ଟେଷ୍ଟ କରିବାକୁ ପଡ଼ିବ।  ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଲେ ପ୍ରବେଶ ଅନୁମତି ମିଳିପାରିବ। ଆଜି ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି।

Ad2
Leave A Reply