Odisha news

ବେଦ ପାଠଶାଳାରେ ଶଙ୍କର ଜୟନ୍ତୀ ପାଳିତ

0

ନିରାକାରପୁର: ୨୫/୦୪/୨୦୨୩ ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ନିକଟସ୍ଥ ଶ୍ରୀ ଦେବ୍ୟୈ ଶୁକ୍ଳ ୟଜୁର୍ବେଦ କାଣ୍ବ ବେଦପାଠଶାଳାରେ ଶଙ୍କର ଜୟନ୍ତୀ ମହାସମାରୋହରେ ପାଳନ କରାଯାଇଛି। ଡଃ କୃପାସିନ୍ଧୁ ପଣ୍ଡା, ପଣ୍ଡିତ ତପନ କୁମାର ମହାପାତ୍ର, ପଣ୍ଡିତ ଗୋପାଳ ଚନ୍ଦ୍ର ମହାପାତ୍ର, ବିଷ୍ଣୁପ୍ରିୟା ପଟ୍ଟଯୋଷୀ, ପଣ୍ଡିତ ବସନ୍ତ କୁମାର ପଣ୍ଡା ଓ ବେଦବିଦ୍ୟାର୍ଥୀ ମାନଙ୍କ ଦ୍ଵାରା ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କ ସମାଜକୁ ଦିଗଦର୍ଶନ ବିଷୟରେ ଏକ ଆଲୋଚନା ଚକ୍ର କରାଯାଇଥିଲା।

Nalco
Leave A Reply