ନିରାକାରପୁର ,୨୭/୯: ଶାରଦୀୟ ଷୋଡ଼ଶ ଦିନାତ୍ମକ ପୂଜାର ଏକାଦଶଦିବସ ଓ ନବରାତ୍ରର ଦ୍ବିତୀୟ ଦିବସରେ ଖୋର୍ଦ୍ଧା ଜିଲ୍ଲା ରାମେଶ୍ୱର ସ୍ଥିତ ମା ବନଦୁର୍ଗାଙ୍କ ବ୍ରହ୍ମଚାରିଣୀ ବେଶରେ ସକାଳୁ ମଙ୍ଗଳ ଆଳତି,କଳଶ ପୂଜା, ପାୟସଭୋଗ, ଷୋଡ଼ଶ ଉପଚାରରେ ମଧ୍ୟାହ୍ନ ଧୂପ, ଦୁର୍ଗା ଶପ୍ତଶତି ଚଣ୍ଡିପାଠ, ସନ୍ଧ୍ୟା ବାଳଭୋଗ, ଆଳତି ପୁଷ୍ପାଞ୍ଜଳି, ଅଧରପଣାଓ ମହାପ୍ରସାଦ ଅର୍ପଣ ପୂର୍ବକ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା,
