ଭୁବନେଶ୍ୱର: ଆଜି ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏଥର କରୋନା ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ପଶ୍ଚିମ ଓଡ଼ିଶାର ବାସିନ୍ଦା । ରାଜ୍ୟର ୨୧ ନମ୍ବର କରୋନା ଆକ୍ରାନ୍ତ ବ୍ୟକ୍ତି କଳାହାଣ୍ଡି ନିବାସୀ । ୨୯ ବର୍ଷିଅ ଯୁବକଙ୍କ ସ୍ୱାବ ନମୁନା ପଜିଟିଭ ଚିହ୍ନଟ ହୋଇଛି । ସଂପୃକ୍ତ ବ୍ୟକ୍ତି କିଛି ଦିନ ପୂର୍ବରୁ ବାହାରିନରୁ ଫେରିଥିଲେ । ଏଥି ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି ।
Tested till yesterday: 1395
Tested today: 304(one positive)
RMRC: 223
AIIMS: 38
SCB: 43
Cumulative
Total tested: 1699
Positive: 21
One asymptomatic 29 years Male of Kalahandi district is tested positive for COVID-19 today. He has travel history to Bahrain.