Odisha news

ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ଗାଡ଼ି ଉପରକୁ ଗୁଳିମାଡ଼

0

ଫୁଲବାଣୀ: ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ଗାଡ଼ି ଉପରକୁ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ଗାଡ଼ିର ପଛ କାଚ ଭାଙ୍ଗି ଯାଇଛି।

ସୂଚନା ଅନୁସାରେ, ଟାଉନ୍ ଥାନା ଇରିଗେସନ୍ କଲୋନୀରେ ଥିବା ଜଣେ ସମ୍ପର୍କୀୟଙ୍କ ଘରକୁ ଗତକାଲି ଦେବେନ୍ଦ୍ର ଯାଇଥିଲେ। ଏହି ସମୟରେ ତାଙ୍କ ଗାଡ଼ିି ଉପରକୁ ଗୁଳି ମାଡ଼ ହୋଇଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷରେ, ଏହି ଘଟଣାକୁ ନେଇ ଦେବେନ୍ଦ୍ର ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି।

Nalco
Leave A Reply