ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଆୟୋଜିତ ଏନ ଡି ଏ ମୁଖ୍ୟମନ୍ତ୍ରୀ ଓ ନେତୃବୃନ୍ଦଙ୍କ ବୈଠକରେ ବିଭିନ୍ନ ନେତା ମାନେ ଉପସ୍ଥିତ
ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଆୟୋଜିତ ଏନ ଡି ଏ ମୁଖ୍ୟମନ୍ତ୍ରୀ ଓ ନେତୃବୃନ୍ଦଙ୍କ ବୈଠକ ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା, ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି, ଉପ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ସହ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଦିଲ୍ଲୀ ନିର୍ବାଚନ ପ୍ରଭାରୀ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା।