ଅମରେନ୍ଦ୍ର କୁମାର ପଟ୍ଟନାୟକ ସକାଳ ଖବର : ପୋଲସରା ତହସିଲ କାର୍ଯ୍ୟାଳୟ ପରିସରରେ ଗ୍ରାମ କଣ୍ଟକ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଏବଂ ଆସିକା ସାଂସଦ ପ୍ରମିଳା ବିଷୋୟୀ ଯୋଗ ଦେଇ ୭୭୪( ସାତ ଶହ ଚୌସ୍ତୁରି) ଜଣ ହିତାିକାରୀଙ୍କୁ ପଟ୍ଟା ବଣ୍ଟନ କରିଛନ୍ତି।ପୋଲସରା ତହସିଲଦାର,ATO, ସରକାରୀ କର୍ମଚାରୀ ଓ ଜନ ପ୍ରତିନିଧି ଉପସ୍ଥିତ ଥିଲେ।