Odisha news

ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛାର ସୁଅ : ଟୁଇଟ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତି ” ସ୍ବର୍ଣ୍ଣିମ ମୁହୂର୍ତ୍ତ “

ଟୁଇଟ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତି ” ସ୍ବର୍ଣ୍ଣିମ ମୁହୂର୍ତ୍ତ !  ଟୋକିଓ୨୦୨୦ ପାରା ବ୍ୟାଡମିଣ୍ଟନରେ ଦେଶର ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ପ୍ରତିଭା ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା। ତୁମ ସଫଳତା ସାରା ଦେଶକୁ ଗୌରବାନ୍ବିତ କରିଛି। ଆଗାମୀ ଦିନରେ ତୁମର ଆହୁରି ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି ।”

Shares