ରାଉରକେଲା ଠାରୁ ଏହି ଟ୍ରେନ୍ ଅଗଷ୍ଟ ମାସ ୨୪ ତାରିଖ ଠାରୁ ଛାଡି ପୁରୀ ଅଭିମୁଖେ ଯାତ୍ରା କରିବ ଏବଂ ପୁରୀରୁ ଅଗଷ୍ଟ ମାସ ୨୫ ତାରିଖ ଠାରୁ ଛାଡି ରାଉରକେଲା ଅଭିମୁଖେ ଯାତ୍ରା ପ୍ରାରମ୍ଭ କରି ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ଚଳାଚଳ କରିବ | ରାଉରକେଲା ଠାରୁ ଏହି ଟ୍ରେନ୍ ପୂର୍ବାହ୍ନ ୮ଘ.୦୫ମି.ରେ ଛାଡିବାକୁ ଥିବାବେଳେ ପୁରୀ ଠାରୁ ଏହି ଟ୍ରେନ ଭୋର ୪ଘ.୩୫ମି.ରେ ଛାଡିବ |
Comments are closed.