ପୂର୍ବତଟ ରେଳପଥ ପକ୍ଷରୁ ରେଳ ସପ୍ତାହ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ : ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳକୁ ସାମଗ୍ରିକ ଦକ୍ଷତା ସିଲଡ଼
ରେଳବାଇ କର୍ମଚାରୀ ଓ ସେମାନଙ୍କ ପରିବାରବର୍ଗ ଙ୍କୁ ଉଦବୋଧନ ଦେଇ ମହାପ୍ରବନ୍ଧକ ରେଳବାଇ କର୍ମଚାରୀଙ୍କ ପ୍ରଗତିଶୀଳ ଉଦ୍ଦେଶ୍ୟ ଓ କର୍ତ୍ତବ୍ୟ ସମ୍ପାଦନ କରି ରେଳବାଇ କୁ ମୂଲ୍ୟବାନ ଅବଦାନ ପ୍ରଦାନ ସହ ଉତ୍କର୍ଷତା ଆଣିବାରେ ସହାୟକ ହୋଇଥିବାରୁ ସେମାନଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହିତ ଏହି ଉଦ୍ୟମ ଓ ନିଷ୍ଠା ଜାରିରଖିବାକୁ ଆହ୍ୱାନ ଦେଇଛନ୍ତି ଯାହା ଫଳରେ ଏହି ରେଳପଥ ଏକ ଶ୍ରେଷ୍ଠ ରେଳ ଜୋନ ଭାବେ ନିଜକୁ ବଜାୟ ରଖିବ I