ପୂର୍ବତନ ସାଂସଦ ତଥା ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ବିୟୋଗରେ ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଗଭୀର ଦୁଃଖ ପ୍ରକାଶ
ପୂର୍ବତନ ସାଂସଦ ତଥା ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ବିୟୋଗରେ ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ତାଙ୍କ ଆବର୍ତମାନରେ ବାମପନ୍ଥୀ ରାଜନୀତିରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେଲା । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।
