ବେତନଟୀ ବ୍ଲକ ଓ ବେଲାଣପୁରା ବାତ୍ୟା ଆଶ୍ରୟସ୍ଥଳରେ ମକଡି୍ରଲ ପ୍ରସ୍ତୁତି
ବେତନଟୀ : ଆଜି ବେତନଟୀ ବ୍ଲକ ପରିସରରେ ମକଡ୍ରିଲ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଥିଲା । ବେତନଟୀ ଦମକଳ ଅଧିକାରୀ ରବୀନ୍ଦ୍ର କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ…
Read More...
Read More...