କନ୍ଧମାଳରେ କରୋନା ଭୟ: ସଭା,ପାର୍କ ବନ୍ଦ କଲା ପ୍ରଶାସନ
କନ୍ଧମାଳ,: କରୋନା ଭୟ ଏବେ ସବୁଠି ଘାରିଛି। କରୋନା ପାଇଁ ବିଭିନ୍ନ ସଚେତନତା ମୂଳକ ପଦକ୍ଷେପ ନିଆଯାଉଛି। ରାଜ୍ୟ ସରକାର ଆସନ୍ତା ୩୧ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳମାନଙ୍କୁ ମଧ୍ୟ ଏଦିଗରେ…
Read More...
Read More...