ଛତାବଟ ବାଳିକା ଉଚ୍ଚ ବିଦ୍ୟାଳୟ ମିଶ୍ରଣ ପ୍ରତିବାଦରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଅଭିଯୋଗ
କେନ୍ଦ୍ରାପଡା, ୧୩/୧(ରବୀନ୍ଦ୍ର ଦାଶ) - ଛତାବଟ ବାଳିକା ଉଚ୍ଚ ବିଦ୍ୟାଳୟର ଅଭିଭାବକ ଓ ସ୍ଥାନୀୟ ଗ୍ରାମବାସୀମାନେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି ଯେ ଦୀର୍ଘ ୩୯ବର୍ଷ ତଳେ ଅକ୍ଳାନ୍ତ ପରିଶ୍ରମ କରି ଏହି…
Read More...
Read More...