ନଗର ବିଜେଡି ପକ୍ଷରୁ ମାସ୍କ ଓ ସାବୁନ ବଣ୍ଟନ
ବୁଗୁଡା ନଗର ବିଜୁ ଜନତା ଦଳ ପକ୍ଷରୁ ବିଧାୟକ ଶ୍ରୀକାନ୍ତ ସାହୁଙ୍କ ନିର୍ଦ୍ଦେଶ କ୍ରମେ ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଜନସାଧାରଣଙ୍କୁ ମାସ୍କ ଓ ସାବୁନ ବଣ୍ଟନ କରିବା ସହ କରୋନା ସଂକ୍ରମଣ ନେଇ ସଚେତନ କରାଇଥିଲେ।…
Read More...
Read More...