ପୁଣି ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ; ଜଣେ କଟକର ଓ ଅନ୍ୟ ୨ ବାଲେଶ୍ୱରର
ଭୁବନେଶ୍ୱର: ଆଉ ୩ କରୋନା ପଜିଟିଭ ଚିହ୍ନଟ। ଏମାନଙ୍କ ମଧ୍ୟରୁ ଜଣେ କଟକର ଓ ଅନ୍ୟ ୨ ବାଲେଶ୍ୱରର। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି ବୋଲି ସୂଚନା ଓ ଲୋକସମ୍ପର୍କ ପକ୍ଷରୁ ଟ୍ୱିଟ୍ କରାଯାଇଛି।…
Read More...
Read More...