ମା’ ଓ ଝିଅଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ବ୍ରଜରାଜ ନଗରର ପୂର୍ବତନ ବିଧାୟକ ଅନୁପ କୁମାର ସାଏ ଗିରଫ
ଝାରସୁଗୁଡ଼ା: ରାଜ୍ୟ ପଣ୍ୟଗାର ନିଗମର ଅଧ୍ୟକ୍ଷ ତଥା ବ୍ରଜରାଜ ନଗରର ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଛତିଶଗଡ଼ ପୁଲିସ୍ ଗିରଫ କରିଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁସାରେ ଛତିଶଗଡ଼ର ରାୟଗଡ଼ ଜିଲ୍ଲାର ଚକ୍ରଧରନଗର…
Read More...
Read More...