ରାଜ୍ୟର ଷଷ୍ଠ କରୋନା ଆକ୍ରାନ୍ତ କଟକରେ ଚିହ୍ନଟ ହେଲେ,ରାତି ୮ଟାରୁ କଟକ ସହର ୪୮ ଘଣ୍ଟା ସଟଡାଉନ୍
ଭୁବନେଶ୍ବର: ଆଜି ଓଡ଼ିଶାରେ ଷଷ୍ଠ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ଷଷ୍ଠ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର କଟକ ସହରରେ ବୋଲି ସୂଚନା ମିଳିଛି ଏବଂ ସେ ନିକଟରେ ଦିଲ୍ଲୀ ଯାଇଥିଲେ। ଏ ନେଇ ରାଜ୍ୟ ସରକାରଙ୍କ…
Read More...
Read More...