ଆଉ ୭ କରୋନା ପଜିଟିଭ୍ ଚିହ୍ନଟ, ୬୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ବର: ରାଜ୍ୟରେ ଆଉ ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରୁ ବୃଦ୍ଧି ପାଇ ୬୮ରେ ପହଞ୍ଚିଛି।
ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ…
Read More...
Read More...