ବାତ୍ୟା ଅମ୍ପନକୁ ଦୃଷ୍ଟିରେ ରଖି ରାତି ୧୧ଟା ସୁଦ୍ଧା ୧୩ଟି ଜିଲ୍ଲାରୁ ୧ ଲକ୍ଷ ୬ ହଜାର ୪୭୬ ଜଣ ଲୋକଙ୍କୁ ସ୍ଥାନାନ୍ତର
ଭୁବନେଶ୍ୱର: ବାତ୍ୟା ଅମ୍ପନକୁ ଦୃଷ୍ଟିରେ ରଖି ରାଜ୍ୟର ସମୁଦ୍ର ଏବଂ ନଦୀ କୂଳିଆ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି। ରାତି ୧୧ଟା ସୁଦ୍ଧା ୧ ଲକ୍ଷ ୬ ହଜାର ୪୭୬ ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ୧୩ଟି ଜିଲ୍ଲାରୁ ଲୋକଙ୍କୁ…
Read More...
Read More...