ଓଡ଼ିଶାରେ କରୋନା ସ୍ଥିତି ଦିନକୁ ଦିନ ଚିନ୍ତା ର ବିଷୟ ପାଲଟିଛି : ପୁଣି ରାଜ୍ୟରେ ଆଜି ୧୮୬ଜଣ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଆଜି ୧୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...
Read More...