ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ , ଆକ୍ରାନ୍ତଜଣକ ମୟୂରଭଞ୍ଜ ଜିଲ୍ଲାର
ଭୁବନେଶ୍ବର: ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ସେ ମୟୂରଭଞ୍ଜ ଜିଲ୍ଲାର ବୋଲି ଜଣାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସକାଳେ ମୟୂରଭଞ୍ଜ…
Read More...
Read More...