ଆଉ ୫ ବଗି ଯୋଡ଼ା ଗଲା ଭୁବନେଶ୍ୱର-ଦିଲ୍ଲୀ ସ୍ୱତନ୍ତ୍ର ଟ୍ରେନରେ
ଭୁବନେଶ୍ୱର: ଭୁବନେଶ୍ୱର-ଦିଲ୍ଲୀ ସ୍ୱତନ୍ତ୍ର ଟ୍ରେନରେ ଆଉ ୫ଟି ବଗି ଯୋଡ଼ା ଯାଇଛି। ଟିକେଟ୍ ପ୍ରତି ଅତ୍ୟଧିକ ଆଗ୍ରହ ଦେଖି ଏହି ୫ଟି ବଗି ସଂଯୋଗ କରାଯାଇଛି। 3AC ୪ଟି ବଗି ଓ 2AC ଗୋଟିଏ ବଗି ସଂଯୋଗ କରାଯାଇଛି।…
Read More...
Read More...