ଗଞ୍ଜାମ ଜିଲ୍ଲାରେ ନିୟମହେଲା କଡାକଡି : ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାକୁ ଲକ୍ଡାଉନ୍ ଘୋଷଣା
ଗଞ୍ଜାମ: ଆଜିଠୁ ଜୁନ୍ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ଲକ୍ଡାଉନ୍ କଟକଣା ଆହୁରି କଡ଼ାକଡ଼ି ହୋଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାପାଳ ଏହି ଘୋଷଣା କରିଛନ୍ତି।
ଲକ୍ଡାଉନ୍ ସମୟରେ ସକାଳ ୭ରୁ ୧୨ଟା…
Read More...
Read More...