ଦକ୍ଷିଣ ଆସାମରେ ବଡ଼ ଧରଣର ଭୂ-ସ୍ଖଳନ : ୨୦ ଜଣ ମୃତ୍ୟୁ
ଦିସପୁର: ଦକ୍ଷିଣ ଆସାମରେ ବଡ଼ ଧରଣର ଭୂ-ସ୍ଖଳନ ହୋଇଛି। ଆସାମର ୩ଟି ଜିଲ୍ଲାରେ ଅଲଗା ଅଲଗା ଭୂ-ସ୍ଖଳନରେ ୨୦ ଜଣଙ୍କ ମୃତ୍ୟୁ ହୋଇଛି । ଚାଚର, ହାଏଲାକାଣ୍ଡି, କରିମଗଞ୍ଜର ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୂ-ସ୍ଖଳନ ହୋଇଛି।…
Read More...
Read More...