୪୫ରୁ ୫୫ କିଲୋମିଟର ବେଗରେ ପବନ ବହୁଛି , ଆସନ୍ତାକାଲି ୧୦୦ରୁ ୧୨୦ କିଲୋମିଟ ଯାଏଁ ବଢ଼ିପାରେ
ଭୁବନେଶ୍ୱର: ବାତ୍ୟା ଅଂପନ ପ୍ରଭାବରେ ରାଜ୍ୟରେ ବର୍ଷା ଓ ପବନର ମାତ୍ରା ବଢିବାରେ ଲାଗିଛି। ଆଜି ପୁରୀରେ ସବୁଠୁ ବେଶୀ ବର୍ଷା ରେକର୍ଡ ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଏବେ…
Read More...
Read More...