18303 ସମ୍ବଲପୁର-ପୁରୀ ଇଣ୍ଟର ସିଟି ଏକ୍ସପ୍ରେସ ସମ୍ବଲପୁରରୁ ପ୍ରତ୍ୟହ ସକାଳ ୬ ଘଟିକାରେ ଛାଡି ପୁରୀ ଠାରେ ଅପରାହ୍ନ ୧୨ଘ.୫୦ମି.ରେ ପହଞ୍ଚିବ |
ଫେରିବା ମାର୍ଗରେ, 18404 ପୁରୀ-ସମ୍ବଲପୁର ଇଣ୍ଟର ସିଟି ଏକ୍ସପ୍ରେସ ପୁରୀ ଠାରୁ ପ୍ରତ୍ୟହ ଅପରାହ୍ନ ୩ଘ.୪୫ମି.ରେ ଛାଡି ସମ୍ବଲପୁର ଠାରେ ରାତ୍ରି ୧୦ଘ.୨୦ମି.ରେ ପହଞ୍ଚିବ |
ଏହି ଟ୍ରେନ୍ ସମ୍ବଲପୁର ଓ ପୁରୀ ମଧ୍ୟରେ ଉଭୟ ପାର୍ଶ୍ୱରୁ ଜୁଜୋମୁରା, ରେଢ଼ାଖୋଲ, ବାମୁର, ବୋଇଣ୍ଡା, ଜରାପଡା, ଅନୁଗୁଳ, ତାଳଚେର ରୋଡ୍, ମେରାମାଣ୍ଡଳୀ, ଢ଼େଙ୍କାନାଳ, ନରାଜ ମାର୍ଥାପୁର, ମଞ୍ଚେଶ୍ୱର, ଭୁବନେଶ୍ୱର ଏବଂ ଖୋର୍ଦ୍ଧା ରୋଡ ଷ୍ଟେସନ ମାନଙ୍କରେ ରହଣି କରିବାକୁ ଥିବା ବେଳେ ଏହାର ଗଠନରେ ଦୁଇଟି ଏସି ଚେୟାର କାର, ପାଞ୍ଚଟି ଦ୍ଵିତୀୟ ଶ୍ରେଣୀ ଚେୟାର କାର, ପାଞ୍ଚଟି ସାଧାରଣ ଦ୍ଵିତୀୟ ଶ୍ରେଣୀ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍ ଭ୍ୟାନ୍ ଉପଲବ୍ଧ ଅଛି
18514/18513 ବିଶାଖାପାଟନମ୍-କିରାଣ୍ଡୁଲ-ବିଶାଖା
—
