Odisha news

ଟ୍ରେଣ୍ଡସ୍ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

0

ଭାରତର ସର୍ବବୃହତ ଓ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ ର ପୋଷାକ ଓ ଆସେସୋରିଜ୍ ସ୍ପେସାଲିଟି ଚେନ୍ ଟ୍ରେଣ୍ଡସ୍ ପକ୍ଷରୁ ଚଳିତ ବର୍ଷ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ନିକଟରେ କୋରାପୁଟର ସେମିଳିଗୁଡା, ଯାଜପୁର ଟାଉନ, ଚାନ୍ଦବାଲି, ତାଳଚେର, ନିମାପଡା ଓ ରାଜ ସୁନାଖଳାରେ ଟ୍ରେଣ୍ଡସ୍ ପକ୍ଷରୁ ଚଳିତ ବର୍ଷ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଉତ୍କର୍ଷ ହାସଲ କରିଥିବା ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।

Leave A Reply