Odisha news

ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ ଏବେ ଯାଜପୁର ଟାଉନରେ

0

ଯାଜପୁର / ଭୁବନେଶ୍ୱରଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ଯାଜପୁର ଜିଲ୍ଲାର ଯାଜପୁର ଟାଉନ୍‌ରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି 

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି  ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ଟିୟର  ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି 

ଯାଜପୁର ଟାଉନ୍‌ରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର  ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି  ଯାଜପୁର ଟାଉନ୍  ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟରମେନ୍ସ ୱିୟରକିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ 

ଏହି ୭୪୦୦ ବର୍ଗଫୁଟର ଷ୍ଟୋର ହେଉଛି ଯାଜପୁର ଟାଉନ୍‌ର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ  ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି  ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ  କେବଳ ସେତିକି ନୁହେଁଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୧୫୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ  

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଯାଜପୁର ଟାଉନ୍‌ରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍ 

Govt
Leave A Reply