Odisha news

ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ମନ୍ତ୍ରୀ ଟୁକୁନି ସାହୁଙ୍କ ଶୋକ

0

ବରିଷ୍ଠ ରାଜନେତା ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ମହେଶ୍ବର ମହାନ୍ତିଙ୍କ ପରଲୋକରେ ରାଜ୍ୟ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଗଭୀର ଶୋକବ୍ୟକ୍ତ କରିଛନ୍ତି l
ସ୍ବର୍ଗତ ମହାନ୍ତିଙ୍କ ଲୋକପ୍ରିୟତା, ପୁରୀ ତଥା ରାଜ୍ୟର ବିକାଶରେ ତାଙ୍କର ଉଦ୍ୟମ ଏବଂ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ ପ୍ରକାଶ କରିବା ସହ ଦିବଂଗତ ଅମର ଆତ୍ମାର ସଦଗତି କାମନା ପୂର୍ବକ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

Nalco
Leave A Reply